Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:40-42

Help us?
Click on verse(s) to share them!
40ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।
41ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।
42କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:40-42ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:40-42