Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:45-47

Help us?
Click on verse(s) to share them!
45ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥା’ନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।
46ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।
47ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:45-47ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:45-47