Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:46

Help us?
Click on verse(s) to share them!
46ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:46ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:46