Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:46 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:46 in ଓଡିଆ ବାଇବେଲ

46 ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25 in ଓଡିଆ ବାଇବେଲ