Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:48-49

Help us?
Click on verse(s) to share them!
48ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ।
49କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:48-49ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:48-49