Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:6-9

Help us?
Click on verse(s) to share them!
6ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;
7ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।
8ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।
9ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:6-9ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:6-9