Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:14-17

Help us?
Click on verse(s) to share them!
14ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
15ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
16ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
17ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:14-17ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:14-17