Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:18-21

Help us?
Click on verse(s) to share them!
18ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।
19ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
20ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
21ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:18-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:18-21