Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:19-23

Help us?
Click on verse(s) to share them!
19ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
20ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
21ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।
22ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
23ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ,

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:19-23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:19-23