Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:24-27 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:24-27 in ଓଡିଆ ବାଇବେଲ

24 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।
25 ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।
27 ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26 in ଓଡିଆ ବାଇବେଲ