Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:3-4 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:3-4 in ଓଡିଆ ବାଇବେଲ

3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26 in ଓଡିଆ ବାଇବେଲ