Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:32-33

Help us?
Click on verse(s) to share them!
32ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।
33ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:32-33ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:32-33