Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:32-33 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:32-33 in ଓଡିଆ ବାଇବେଲ

32 ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।
33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26 in ଓଡିଆ ବାଇବେଲ