Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:44 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:44 in ଓଡିଆ ବାଇବେଲ

44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26 in ଓଡିଆ ବାଇବେଲ