Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:9-12

Help us?
Click on verse(s) to share them!
9ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
10ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।
11ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
12ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:9-12ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:9-12