Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2:12-15

Help us?
Click on verse(s) to share them!
12ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।
13ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।
14ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।
15ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2:12-15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2:12-15