Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2:5-6

Help us?
Click on verse(s) to share them!
5ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।
6ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2:5-6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2:5-6