Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2:8-11

Help us?
Click on verse(s) to share them!
8ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।
9ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
10ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
11ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2:8-11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2:8-11