Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:10-13

Help us?
Click on verse(s) to share them!
10ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
11ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
12ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:10-13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:10-13