Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:13-15

Help us?
Click on verse(s) to share them!
13ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
14ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
15ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:13-15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:13-15