Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:16-17

Help us?
Click on verse(s) to share them!
16ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।
17ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:16-17ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:16-17