Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:16-17 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:16-17 in ଓଡିଆ ବାଇବେଲ

16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।
17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3 in ଓଡିଆ ବାଇବେଲ