Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:5-7 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:5-7 in ଓଡିଆ ବାଇବେଲ

5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
6 ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
7 ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3 in ଓଡିଆ ବାଇବେଲ