Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:13-15

Help us?
Click on verse(s) to share them!
13ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;
14ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।
15ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:13-15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:13-15