Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:25-27

Help us?
Click on verse(s) to share them!
25ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
26ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
27ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:25-27ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:25-27