Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:25-27 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:25-27 in ଓଡିଆ ବାଇବେଲ

25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
27 ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4 in ଓଡିଆ ବାଇବେଲ