Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:7-9

Help us?
Click on verse(s) to share them!
7ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।
8ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
9ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:7-9ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:7-9