Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:2-3

Help us?
Click on verse(s) to share them!
2ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍‍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ।
3କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍‍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:2-3ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:2-3