Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:2-3 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:2-3 in ଓଡିଆ ବାଇବେଲ

2 ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍‍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ।
3 କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍‍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5 in ଓଡିଆ ବାଇବେଲ