Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:4 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:4 in ଓଡିଆ ବାଇବେଲ

4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5 in ଓଡିଆ ବାଇବେଲ