Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:1-3 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:1-3 in ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
3 କିଅବା ହଜାଦ୍ରବ୍ୟ ପାଇ ତଦ୍‍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6 in ଓଡିଆ ବାଇବେଲ