Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:14-17

Help us?
Click on verse(s) to share them!
14ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।
15ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।
16ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।
17ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:14-17ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:14-17