Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:22-23

Help us?
Click on verse(s) to share them!
22ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ।
23ଅର୍ଥାତ୍‍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:22-23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:22-23