Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:25-26

Help us?
Click on verse(s) to share them!
25“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।
26ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:25-26ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:25-26