Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:25-26 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:25-26 in ଓଡିଆ ବାଇବେଲ

25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।
26 ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6 in ଓଡିଆ ବାଇବେଲ