Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:5-9

Help us?
Click on verse(s) to share them!
5ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।
6ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।
7ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”
8ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
9“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:5-9ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:5-9