Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:17-18

Help us?
Click on verse(s) to share them!
17ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।
18ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:17-18ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:17-18