Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:24-28

Help us?
Click on verse(s) to share them!
24ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ।
25କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
26ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।
27ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
28ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ ସନ୍ତାନଗଣକୁ କୁହ,

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:24-28ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:24-28