Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:35-36

Help us?
Click on verse(s) to share them!
35ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକକର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;
36ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:35-36ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:35-36