Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:36-37 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:36-37 in ଓଡିଆ ବାଇବେଲ

36 ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।
37 ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7 in ଓଡିଆ ବାଇବେଲ