Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:4-7

Help us?
Click on verse(s) to share them!
4ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।
5ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।
6ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।
7ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:4-7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:4-7