Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:9-11 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:9-11 in ଓଡିଆ ବାଇବେଲ

9 ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ।
10 ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟ ସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”
11 “ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7 in ଓଡିଆ ବାଇବେଲ