Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:13-14

Help us?
Click on verse(s) to share them!
13ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
14ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:13-14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:13-14