Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:13-14 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:13-14 in ଓଡିଆ ବାଇବେଲ

13 ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8 in ଓଡିଆ ବାଇବେଲ