Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:13-16

Help us?
Click on verse(s) to share them!
13ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
14ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
15ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳି ଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।
16ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:13-16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:13-16