Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:16-18

Help us?
Click on verse(s) to share them!
16ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
17ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
18ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:16-18ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:16-18