Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:16-18 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:16-18 in ଓଡିଆ ବାଇବେଲ

16 ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
17 ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
18 ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8 in ଓଡିଆ ବାଇବେଲ