Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:20-21

Help us?
Click on verse(s) to share them!
20ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।
21ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:20-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:20-21