Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:24-25

Help us?
Click on verse(s) to share them!
24ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
25ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:24-25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:24-25