Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:26-27

Help us?
Click on verse(s) to share them!
26ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;
27ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:26-27ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:26-27